କରୋନା ଯୋଦ୍ଧା ସମ୍ମାନ ପ୍ରଦାନ ଉତ୍ସବ
କରୋନା ଯୋଦ୍ଧା ସମ୍ମାନ ପ୍ରଦାନ ଉତ୍ସବ ପ୍ରକୃତ କରୋନା ଯୋଦ୍ଧା ସମ୍ମାନ ପ୍ରଦାନ ଉତ୍ସବ ଭବାନିପାଟନା ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପରେ କଳାହାଣ୍ଡି ଜିଲ୍ଲାର ସମସ୍ତ ଅଞ୍ଚଳରୁ ସକ୍ରିୟ ସ୍ଵେଚ୍ଛାସେବୀ ମାନଙ୍କୁ ନେଇ ସାମାଜିକ ସଂଗଠନ ଆଦର୍ଶ ଓଡ଼ିଶା ପରିବାର ପକ୍ଷରୁ ପ୍ରକୃତ କରୋନା ଯୋଦ୍ଧା ସମ୍ମାନ ପ୍ରଦାନ ଉତ୍ସବ ଅନୁଷ୍ଣିତ ହୋଇଯାଇଛି । ଉକ୍ତ ଉତ୍ସବରେ ମାନ୍ୟବର ଶକ୍ତି ମନ୍ତ୍ରୀ କ୍ୟାପ୍ଟେନ ଦିବ୍ୟଶଙ୍କର ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସମସ୍ତ ସ୍ଵେଚ୍ଛାସେବୀ ଓ …